ରିପୋର୍ଟ କାର୍ଡ / ନୂଆପଡ଼ା
ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ମରଶରୀର ମଙ୍ଗଳବାର ନୂଆପଡ଼ା ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ବହୁ ଲୋକ ଦିବଂଗତ ନେତାଙ୍କ ଶେଷ ଦର୍ଶନ କରିଥିଲେ। ଅପରାହ୍ଣ ୪ଟାରେ ଖରିଆର ରୋଡ୍ ଜୋଙ୍କ ନଦୀକୂଳସ୍ଥିତ ମୁକ୍ତିଧାମରେ ଜିଲ୍ଲାପାଳ ଓ ଏସ୍ପିଙ୍କ ଉପସ୍ଥିତିରେ ଗାର୍ଡ ଅଫ୍ ଅନର ପ୍ରଦାନ କରି ଶେଷକୃତ୍ୟ ସମ୍ପନ୍ନ ହୋଇଛି।






More Stories
୧୮ରୁ ଖୋଲିବ ସ୍କୁଲ୍….
ହୀରାକୁଦରେ ହେବ ବିଶ୍ବସ୍ତରୀୟ ଖଣି ସଂଗ୍ରହାଳୟ…..
ବିଜେପି ତାଲିକାରେ ଆପ୍ର ୭ ସାଂସଦ…..