ରିପୋର୍ଟ କାର୍ଡ / ଭୁବନେଶ୍ବର
ବିଦେଶିନୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଲିଙ୍ଗରାଜ ମନ୍ଦିରର ଜଣେ ସେବାୟତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ କୁଣ୍ଡୁ ମହାପାତ୍ର ବୋଲି ଜଣାପଡିଛି। ମନ୍ଦିରର ଉତ୍ତର ଦ୍ବାରା ବାହାରେ ସେବାୟତ ଜଣକ ବିଦେଶିନୀଙ୍କୁ ଅସଦାଚରଣ କରିଥିଲେ। ଏ ନେଇ ବିଦେଶିନୀ ଜଣକ ଲିଙ୍ଗରାଜ ପୋଲିସ ଷ୍ଟେସନରେ ଅଭିଯୋଗ କରିଥିଲେ। ଏହାପରେ ପୋଲିସ କୁଣ୍ଡୁଙ୍କୁ ଗିରଫ କରିଛି।






More Stories
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..
ରୋଷେୟାର ତଣ୍ଟି କାଟିଦେଲା ହେଲପର…..
ଜଳିଗଲା ବସ୍….