ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲିଜ୍ ଟ୍ରସ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି । ସେ ଭାରତୀୟ ବଂଶୋଦ୍ଭବ ଋଷି ସୁନକ ଙ୍କୁ ହରାଇଛନ୍ତି । ବ୍ରିଟେନରେ ଶାସନ କରୁଥିବା କଂଜରଭେଟିଭ ଦଳ ପକ୍ଷରୁ ତାଙ୍କୁ ନେତା ନିର୍ବାଚିତ କରାଯିବା ପରେ ସେ ପ୍ରଧାନମନ୍ତ୍ରୀ ହୋଇଛନ୍ତି । ସେ ବ୍ରିଟେନର ତୃତୀୟ ମହିଳା ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। ତାଙ୍କ ପୂର୍ବରୁ ମାର୍ଗରେଟ୍ ଥେରର ଓ ଥେରେସାଙ୍କ ମହିଳା ପ୍ରଧାନମନ୍ତ୍ରୀ ହୋଇଥିଲେ | ନିର୍ବାଚନରେ ଲିଜ୍ଙ୍କୁ ୮୧,୩୨୬ଟି ଭୋଟ ମିଳିଥିବା ବେଳେ ସୁନକଙ୍କୁ ୬୦,୩୯୯ଟି ଭୋଟ ମିଳିଛି।






More Stories
ଇସ୍ରାଏଲ ଗସ୍ତରେ ଯିବେ ମୋଦି…..
ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ…..
ବଢ଼ିବ ଟୋଲ୍ ଟ୍ୟାକ୍ସ !…..