ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବରିଷ୍ଠ ରାଜନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଭାରତ ରତ୍ନ। ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦି ଲାଲକଡଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନିତ କରାଯିବା ନେଇ ଶେଆର କରି ଖୁବ୍ ଶୁସିବ୍ୟକ୍ତ କରିଛନ୍ତି। ଏନେଇ ସେ ଆଡଭାନୀଙ୍କ ସହ କଥା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇଥିବା ମଧ୍ୟ କହିଛନ୍ତି।






More Stories
ଆଶାଙ୍କ ପରଲୋକର:ଭାବପ୍ରବଣ ହୋଇପଡ଼ିଲେ ମୋଦି…..
ଲୋକସଭା-ରାଜ୍ୟସଭା ସଦସ୍ୟଙ୍କୁ ହ୍ୱିପ୍ ଜାରି…..
ଆଶା ଭୋସ୍ଲେଙ୍କ ପରଲୋକ…..