ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ବେକାବୁ । ସଂକ୍ରମଣ ରୋକିବାକୁ ଆଜି ରାତି ୧୦ଟାରୁ ଆସନ୍ତା ସୋମବାର ସକାଳ ୫ଟା ପର୍ଯ୍ୟନ୍ତ ଦିଲ୍ଲୀରେ ଲକ୍ଡାଉନ୍ କଟକଣା ହୋଇଛି । ଏହି ସମୟରେ କେବଳ ଜରୁରୀ ସେବାକୁ ଅନୁମତି ମିଳିବ। ଏନେଇ ଆଜି ଦେଲ୍ହୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘୋଷଣା କରିଛନ୍ତି | ଉଲ୍ଲେଖଯୋଗ୍ୟ -ପୂର୍ବରୁ ଦିଲ୍ଲୀରେ ୱିକ୍ଏଣ୍ଡ୍ କର୍ଫ୍ୟୁ ଲାଗୁ ହୋଇଥିଲା । ହେଲେ ଲୋକମାନେ ନିୟମ ମାନୁନଥିବା ଦେଖିବାକୁ ମିଳିଥିଲା। ଫଳରେ ଆଜି ରାତିରୁ ଆସନ୍ତା ସୋମବାର ସକାଳ ପର୍ଯ୍ୟନ୍ତ ଦିଲ୍ଲୀରେ କର୍ଫ୍ୟୁ ଲାଗୁ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..