ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜିଠୁ ନୂଆ ପାର୍ଲାମେଣ୍ଟରେ ବିଧିବଦ୍ଧ ଭାବେ ଉଭୟ ରାଜ୍ୟସଭା ଓ ଲୋକସଭାର ଗୃହକାର୍ଯ୍ୟ ଚାଲିବ। ବର୍ତ୍ତମାନ ପୁରୁଣା ସଂସଦରେ ଗ୍ରୁପ୍ ଫଟୋ ସେସନ୍ ଜାରିରହିଛି | ଏହା ପରେ ଦିନ ୧୧ଟାରେ ପୁରୁଣା ସଂସଦ ଭବନର ସେଣ୍ଟ୍ରାଲ୍ ହଲରେ ବସିବ ମିଳିତ ଅଧିବେଶନ । ଏଥିରେ ଭାରତୀୟ ସଂସଦର ସମୃଦ୍ଧ ପରଂପରା ଓ ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ଦେଶରେ ପରିଣତ କରିବା ଦିଗରେ ଆଲୋଚନା ହେବ। ଆସନ୍ତା ୨୨ ତାରିଖ ଯାଏଁ ୫ ଦିନ ଧରି ସ୍ୱତନ୍ତ୍ର ଅଧିବେଶନ ଚାଲିବ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..
ଇରାନ ଉପରେ ଆକ୍ରମଣ…..