ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱରରେ ତ୍ରିକୋଣୀୟ ପ୍ରେମରୁ ତୁମୁଳକାଣ୍ଡ। କାର ଭିତରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଧମକ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ଲିଙ୍ଗରାଜ ଥାନା ସାମନ୍ତରାପୁର ଅଞ୍ଚଳରେ। ତ୍ରିକୋଣୀୟ ପ୍ରେମକୁ ନେଇ ବନ୍ଧୁକ ଦେଖାଇ ଧମକ ସୂଚନା ମିଳିଛି। ଯୁବତୀ ଜଣଙ୍କ ପେସାରେ ଜଣେ ବାର୍ ଡ୍ୟାନ୍ସର ବୋଲି ଜଣା ପଡ଼ିଛି।
More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….