ରିପୋର୍ଟ କାର୍ଡ / ଭୁବନେଶ୍ୱର
କମିଲା ସୁନା ଦର। ସୋମବାର ଅର୍ଥାତ୍ ମେ’ ୧୨ ତାରିଖରେ କମିଛି ସୁନା ଦର। ଗତ କିଛି ଦିନ ହେବ ସୁନା ଦର ମୁଣ୍ଡ ବିନ୍ଧାର କାରଣ ପାଲଟିଥିବା ବେଳେ ଏବେ ଆଶ୍ୱସ୍ତି ମିଳିଛି ।
୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୬,୮୮୦ ଟଙ୍କା ରହିଛି । ଗତକାଲି ଏହା ୯୮,୬୮୦ ଥିଲା । ଏଥିରେ ୧୮୦୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍କୁ ୮୮,୮୦୦ ଟଙ୍କା ରହିଛି । ଗତକାଲି ଏହା ୯୦,୪୫୦ ଟଙ୍କା ଥିଲା । ଏଥିରେ ୧୬୫୦ ଟଙ୍କା ହ୍ରାସ ହୋଇଛି ।






More Stories
୨୩ ରୁ ହାଇକୋର୍ଟ ବନ୍ଦ…..
ମୁଖ୍ୟମନ୍ତ୍ରୀ ଜାରି କଲେ ୮ସୂତ୍ରୀ ମାର୍ଗଦର୍ଶିକା…..
ବେଆଇନ ନିଯୁକ୍ତି ନେଇ ତାଗିଦ…..