ରିପୋର୍ଟ କାର୍ଡ / ଭୁବନେଶ୍ୱର
୧୮ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ୨୦ ବେଳକୁ ଲଘୁଚାପ ରେ ପରିଣତ ହେବ ଘୂର୍ଣ୍ଣିବଳୟ । ଉତ୍ତର ପଶ୍ଚିମ ତଥା ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ମିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ସେହି ଅଞ୍ଚଳରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଏବଂ ୧୯ ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ୧୮ ତାରିଖରେ ପ୍ରବଳବର୍ଷା ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।






More Stories
ଭଡ଼ାଘର ଦେବେ ସରକାର…..
କଂଗ୍ରେସରୁ ନିଳମ୍ବିତ ହେଲେ…..
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର…..