ରପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ୍ ହ୍ରାସ ପାଇଛି । ୧୯ କିଗ୍ରା ବ୍ୟବସାୟିକ ଏଲ୍ପିଜି ସିଲିଣ୍ଡର ଦର ୧୭୧ ଟଙ୍କା ୫୦ ପଇସା ହ୍ରାସ ପାଇଛି । ତୈଳ ବିପଣନ କମ୍ପାନୀମାନେ ଦର ସଂଶୋଧନ କରିଥିବାରୁ ଏହି ଦର ହ୍ରାସ ପାଇଛି । ଫଳରେ ଦିଲ୍ଲୀରେ ୧୯ କିଲୋଗ୍ରାମ୍ ଓଜନର ଏଲ୍ପିଜି ସିଲିଣ୍ଡର ୧,୮୫୬ ଟଙ୍କା ୫୦ ପଇସାରେ ମିଳିବ।
More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..