ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସଂସଦରେ ବଜେଟ୍ ଆଗତ ହେବା ପୂର୍ବରୁ ଗ୍ରାହକଙ୍କୁ ଝଟକା ଲାଗିଛି। ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି । ନୂତନ ଦର ଗୁରୁବାରଠାରୁ କାର୍ଯ୍ୟକାରୀ ହୋଇଛି । ପ୍ରତି କମର୍ସିଆଲ ସିଲିଣ୍ଡର ପିଛା ୧୪ ଟଙ୍କା ବଢିଛି । ଦିଲ୍ଲୀରେ ୧୯ କେଜି ସିଲିଣ୍ଡରର ମୂଲ୍ୟ ୧୭୬୯.୫୦ ଟଙ୍କାରେ ପହଞ୍ଚିଛି। ସେହିପରି କୋଲକାତାରେ ସିଲିଣ୍ଡର ୧୮୬୯,୦୦ ଟଙ୍କାରୁ ବୃଦ୍ଧି ପାଇ ୧୮୮୭ ଟଙ୍କା, ମୁମ୍ବାଇରେ ୧୯ କେଜି ସିଲିଣ୍ଡର ଦର ୧୭୦୮ରୁ ବଢି ୧୭୨୩ଟଙ୍କା ଏବଂ ଚେନ୍ନାଇରେ କମର୍ସିଆଲ ସିଲିଣ୍ଡର ଦର ୧୯୨୪. ୫୦ଟଙ୍କାରୁ ବଢି ୧୯୩୭ ଟଙ୍କାରେ ପହଞ୍ଚିଛି ।
More Stories
ଭାରତକୁ ଉପହାର ଦେଲେ ବାଇଡେନ…..
ସୁରକ୍ଷା ବାହିନୀ-ଆତଙ୍କୀ ମୁହାଁମୁହିଁ,ଜଣେ ଆତଙ୍କୀ ନିହତ….
ଆସନ୍ତା ସପ୍ତାହରେ ସମ୍ବିଧାନ ଉପରେ ହେବ ବିତର୍କ…..