ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର ମହା ଶିବରାତ୍ରି ତଥା ଜାଗର ଯାତ୍ରା । ମହା ଶିବରାତ୍ରି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାଦେବଙ୍କ ଅପାର କରୁଣା ସଭିଙ୍କ ଜୀବନକୁ ସୁଖ ଓ ଶାନ୍ତିରେ ଭରି ଦେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..