ରିପୋର୍ଟ କାର୍ଡ / ଭୁବନେଶ୍ୱର
ପାରଦ୍ୱୀପ ନେହରୁ ବଙ୍ଗଳା ନିକଟ ମହାନଦୀ ମୁହାଣରେ ଏକ ମାଛଧରା ଡଙ୍ଗା ଓଲଟି ପଡିଥିଲା । ଡଙ୍ଗାରେ ଥିବା ୧୮ ମତ୍ସ୍ୟଜୀବୀଙ୍କୁ ଅନ୍ୟ ମାଛଧରା ଡଙ୍ଗା ଉଦ୍ଧାର କରିଛି । ଖବର ପାଇ ମେରାଇନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। ମିଳିଥିବା ସୂଚନା ଅନୁସାରେ- ମହାନଦୀ ମୁହାଣ଼କୁ ୧୮ ଜଣ ମତ୍ସ୍ୟଜୀବୀ ମାଛ ଧରିବାକୁ ଯାଇଥିଲେ। କୌଣସି କାରଣ ବଶତଃ ଡଙ୍ଗାଟି ମୁହାଣରେ ଓଲଟି ପଡ଼ିଥିଲା। ଖବର ପାଇ ମହାନଦୀକୁ ଯାଇଥିବା ଅନ୍ୟ ସାଥୀ ମତ୍ସ୍ୟଜୀବୀମାନେ ନିଖୋଜ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରିଥିଲେ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..