ରିପୋର୍ଟ କାର୍ଡ / ମାହାଙ୍ଗା
ଯୁବକଙ୍କୁ ହତ୍ୟା କରି ପୋଲ ତଳେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି । କଟକ ଜିଲ୍ଲା ମାହାଙ୍ଗା ଥାନା ଅନ୍ତର୍ଗତ କୁସୁପୁର ଗାଁରେ ଏହି ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ହେଲେ କୁସୁପୁର ଗାଁର ପ୍ରମୋଦ ବେହେରା। ଆଜି ସକାଳେ ପୋଲ ତଳେ ପ୍ରମୋଦଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୋଲିସକୁ ଖବର ଦେବା ସହ ପରିବାର ଲୋକଙ୍କୁ ଜଣାଇ ଥିଲେ। ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……