ରିପୋର୍ଟ କାର୍ଡ / ଭୁବନେଶ୍ଵର
ମହାଙ୍ଗା ଡବଲ୍ ମର୍ଡର ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ପୁର୍ନବାର ପ୍ରତାପ ଜେନା ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ରାଜ୍ୟ ସରକାର ମଧ୍ୟ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ୪ ସପ୍ତାହରେ ଜବାବ ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। ଆଉ ଦୁଇ ସପ୍ତାହରେ ପ୍ରତି ଜବାବ ଦାଖଲ କରିବାକୁ ଆବେଦନକାରୀଙ୍କୁ ମହଲତ ଦିଆଯାଇଛି। ଦୁଇ ମାସ ପରେ ସୁପ୍ରିମକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପ୍ରତାପ ଜେନାଙ୍କୁ ଅଭିଯୁକ୍ତ ଭାବେ ଗ୍ରହଣ କରିବାକୁ ଆବେଦନ କରାଯାଇଛି। ମୃତ କୂଳମଣି ବରାଳଙ୍କ ପୁଅ ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି |






More Stories
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ…..
ବଜେଟ ରେ ସଂସ୍କାର କୁ ଗୁରୁତ୍ବ…..
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..