ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମହାଜନୟକ ଜାତିରପିତା ମହାତ୍ମା ଗାନ୍ଧୀଙ୍କ ୧୫୨ ତମ ଜନ୍ମ ଜୟନ୍ତୀ | ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଅହିଂସା ମନ୍ତ୍ରକୁ ପାଥେୟ କରି ଲୋକଙ୍କ କଲ୍ୟାଣ ସହ ଦେଶକୁ ଶାନ୍ତି ଓ ମୈତ୍ରୀର ମାର୍ଗରେ ଅଗ୍ରସର କରାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଛନ୍ତି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….