ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାଟ୍ରିକ ପରୀକ୍ଷାକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେପ ନେଇଛନ୍ତି ସମନ୍ୱିତ ଆଦିବାସୀ ବିକାଶ ଏଜେନ୍ସି । ବାରିପଦା ଉପଖଣ୍ଡର ମାଟ୍ରିକ ପରୀକ୍ଷାର୍ଥୀଙ୍କ ମକର ଛୁଟି ବାତିଲ ପାଇଁ ନିର୍ଦ୍ଦେଶ । ଆଗକୁ ମାଟ୍ରିକ ପରୀକ୍ଷା ରହିଛି । ଏହାକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେପ ନେଇଛନ୍ତି ସମନ୍ୱିତ ଆଦିବାସୀ ବିକାଶ ଏଜେନ୍ସି । ବାରିପଦା ଉପଖଣ୍ଡର ମାଟ୍ରିକ ପରୀକ୍ଷାର୍ଥୀଙ୍କ ମକର ଛୁଟି ବାତିଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ଛୁଟି ମଧ୍ୟ ବାତିଲ କରିଛନ୍ତି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..