ରିପୋର୍ଟ କାର୍ଡ / ମାଲକାନଗିର
ମାଲକାନଗିରି ଜିଲ୍ଲା ବିଜାଘାଟିରେ ଭାରସାମ୍ୟ ହରାଇ ଓଲଟିଲା ବସ୍ । ଫଳରେ ବସ ତଳେ ଚାପି ହୋଇ ରହିଛନ୍ତି ୫୦ରୁ ଅଧିକ ଯାତ୍ରୀ । ସୂଚନା ଅନୁସାରେ ହାଇଦ୍ରାବାଦରୁ ଯାତ୍ରୀଙ୍କୁ ଧରି ଫେରିବା ବେଳେ ବିଜାଘାଟିରେ ଯାତ୍ରୀବାହୀ ବସ୍ ଟି ଓଲଟିା ପଡିଥିଲା । ଫଳରେ ୫୦ରୁ ଅଧିକ ଯାତ୍ରୀ ବସରେ ଚାପି ହୋଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..