ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମାଲାଓ୍ବି ଉପରାଷ୍ଟ୍ରପତି ସୌଲସ କ୍ଲସ୍ ଚିଲିମାଙ୍କର ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କ ସହ ବିମାନରେ ଥିବା ଆଉ ୯ ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୋମବାରଠୁ ଏହି ବିମାନଟି ନିଖୋଜ ଥିଲା। ମାଲଓ୍ବି ରାଷ୍ଟ୍ରପତି ଲାଜାରସ ଚକଓ୍ବେରା ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି।
More Stories
ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ !…..
ପୁରୀରୁ TMC ବିଧାୟକ ଗିରଫ…..
ଇରାନ ଉପରେ ଆମେରିକାର ଆକ୍ରମଣ……