ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମାଲେସିଆର ଲୁମୁଟ ନାଭାଲ ବେସ୍ ଅଞ୍ଚଳରେ ଦୁଇ ବିମାନ ଧକ୍କା ହୋଇଛି | ଫଳରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ରୟାଲ ମାଲେସିଆନ୍ ନାଭାଲ ପରେଡ୍ ପାଇଁ ପେରାକ୍ର ଲୁମୁଟ୍ ନୌସେନା ଘାଟିରେ ସାମରିକ ଅଭ୍ୟାସ ଚାଲିଥିବାବେଳେ ଦୁର୍ଘଟଣା ଘଟିଛି | ଏନେଇ ନୌସେନା ପକ୍ଷରୁ ଏକ ବିବୃତିରେ କୁହାଯାଇଛି।
More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..