ରିପୋର୍ଟ କାର୍ଡ / ମାଲକାନଗିରି
ଛତିଶଗଡ଼ ବିଜାପୁର ଅଞ୍ଚଳ ମିରତୁର ଥାନା ଅନ୍ତର୍ଗତ ତିମେନାରରେ ଆଇଇଡି ବ୍ଲାଷ୍ଟ ଯୋଗୁ ଜଣେ ଯବାନ ଶହୀଦ ହୋଇଛନ୍ତି। ସୂଚନାନୁଯାୟୀ, ତିମେନାର ଅଞ୍ଚଳରେ ଚାଲିଥିବା ରାସ୍ତା କାମକୁ ସୁରକ୍ଷା ଦେବା ପାଇଁ ଯବାନମାନେ ଯାଉଥିବା ସମୟରେ ଏତେପାଲ ସିଏଏଫ୍ କ୍ୟାମ୍ପର ମାତ୍ର ୧ କିଲୋମିଟର ନିକଟ ଜଙ୍ଗଲରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିଲା। ଶହୀଦ ଯବାନ ହେଲେ କମାଣ୍ଡର ବିଜୟ ଯାଦବ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା:କୋର୍ଟରେ ଆତ୍ମସମର୍ପଣ କଲେ ସଂଗ୍ରାମ ବେହେରା…..
ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କମ୍ୟୁନିଷ୍ଟ…..
ସ୍ବର୍ଣ୍ଣ ଜିତିଲେ ମୀରାବାଈ ଚାନୁ…..