ରିପୋର୍ଟ କାର୍ଡ / ମାଲକାନଗିର
ଛତିଶଗଡରେ ନକ୍ସଲଙ୍କ ଦ୍ୱାରା ଅପହୃତ ହୋଇଥିବା କୋବ୍ରା କମାଣ୍ଡୋ ରାକେଶ୍ୱର ସିଂ ମାନହାସଙ୍କୁ ଗୁରୁବାର ମୁକ୍ତ କରାଯିବା ପରେ, ପୁଣି ଆଉ ୩ ଜଣଙ୍କୁ ଅପହରଣ କରି ନେଇଛନ୍ତି ନକ୍ସଲ । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ୩ ଜଣ ସ୍ୱାସ୍ଥ୍ୟ କର୍ମୀଙ୍କୁ ଅପହରଣ କରି ନେଇଥିବା ସୂଚନା ମିଳିଛି । ଖବର ମୁତାବକ ବିଜାପୁର ଜିଲ୍ଲା ଗାଙ୍ଗାଲୁର ଥାନା କମକାନାର ଅଞ୍ଚଳରେ ୨୦ରୁ ୨୫ଜଣ ସଶସ୍ତ୍ର ମାଓବାଦୀ ୩ ଜଣ ସ୍ୱାସ୍ଥ୍ୟକର୍ମୀଙ୍କୁ ହାଥ ବାନ୍ଧି ଅପହରଣ କରି ନେଇଛନ୍ତି । ୩ ଜଣ ସ୍ୱାସ୍ଥ୍ୟକର୍ମୀଙ୍କ ମଧ୍ୟରୁ ଜଣଙ୍କ ନାଁ ସାରଦା ବୋଲି ସ୍ପଷ୍ଟ ହୋଇଛି । ଅପହରଣ ଘଟଣା ଉପରେ ପୋଲିସ ନଜର ରଖିଥିବା ବିଜାପୁର ଏସପି କମଲ ଲୋଚନ କାଶ୍ୟପ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ-






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..