ରିପୋର୍ଟ କାର୍ଡ / ମାଲକାନଗିରି
ଛତିଶଗଡ଼ର ବିଜାପୁର-ଦନ୍ତେଓ୍ବାଡା ସୀମାରେ ସୁରକ୍ଷା ବାହିନୀର ଯବାନମାନେ ଅପରେସନ ଜାରି ରଖିଛନ୍ତି। ଯବାନଙ୍କ ଗୁଳିରେ ୨ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ଆହତ ଯବାନଙ୍କୁ ଏୟାରଲିଫ୍ଟ କରି ରାୟପୁର ସ୍ଥାନାନ୍ତରିତ କରାଯାଇଛି। ଅପରେସନରେ ଡିଆରଜି, କୋବରା ଓ ବସ୍ତର ଟାଇଗର୍ସର ଯବାନ ଶାମିଲ ଅଛନ୍ତି। ସୁକୁମା, ବିଡାପୁର ଓ ଦନ୍ତେଓ୍ବାଡା ଏସପିଙ୍କ ନେତୃତ୍ବରେ ଚାଲିଛି ଅପରେସନ।






More Stories
ଭୁବନେଶ୍ୱର କୋର୍ଟକୁ ବୋମା ଧମକ…..
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..