Report Card Odisha

| Daily Odia News

ନିଖୋଜ ଡାକ୍ତର ଅମ୍ଲାନ କର୍ଣ୍ଣାଟକରୁ ଠାବ…..

ରିପୋର୍ଟ କାର୍ଡ / ମାଲକାନଗିରି

କାଲିମେଳାରୁ ଅପହୃତ ଡାକ୍ତର ଅମ୍ଲାନ ଭୋଇଙ୍କ ମିଳିଲା ପତ୍ତା। ତାଙ୍କୁ ସୁରକ୍ଷିତ ଭାବେ କର୍ଣ୍ଣାଟକରୁ ଉଦ୍ଧାର କରିଛି ପୁଲିସ। ଏନେଇ ମାଲକାନଗିରି ଏସପି ସୂଚନା ଦେଇଛନ୍ତି। ଏବେ ଡାକ୍ତର ଅମ୍ଲାନ ଭୋଇଙ୍କୁ କର୍ଣ୍ଣାଟକରୁ ମାଲକାନଗିରି ଆସିବେ। କାଲିମେଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତର ଅମ୍ଲାନଙ୍କୁ କେହି ଅପହରଣ କରି ନେଇଥିବା ଜଣାପଡିଥିଲା। ପୋଲିସ ତାଙ୍କୁ ମାଲକାନଗିରି ଆଣିବା ପରେ ଏସମ୍ପର୍କରେ ସମସ୍ତ ତଥ୍ୟ ସାମ୍ନାକୁ ଆସିବ।

Breaking News