ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ସ୍ବାଭିମାନ ଅଞ୍ଚଳରେ ନିର୍ବାଚନ ସମୟରେ ଆବଶ୍ୟକ ହେଲେ ହେଲିକପ୍ଟର ଏବଂ ଡ୍ରୋନ୍ ବ୍ୟବହାର କରାଯିବ। ଏ ନେଇ ଡିଜିପି ସୁନୀଲ ବଂଶଲ ସୂଚନା ଦେଇଛନ୍ତି। ସୂଚନାନୁସାରେ, ଆଜି କୋରାପୁଟ ଗସ୍ତରେ ଆସିଥିଲେ ପୋଲିସ ଡିଜି ସୁନୀଲ ବଂଶଲ। ଜିଲ୍ଲାରେ ମାଓବାଦୀ ସ୍ଥିତିର ସମୀକ୍ଷା କରିବା ସହ ଆଗକୁ କିଭଳି ସୂଚାର ରୂପେ ପଞ୍ଚାୟତ ନିର୍ବାଚନ ହୋଇପାରିବ ସେନେଇ ଆଲୋଚନା କରିଥିଲେ। ଏହା ପରେ ମାଲକାନଗିରି ଜିଲ୍ଲାର ସ୍ବାଭିମାନ ଅଞ୍ଚଳ ଗସ୍ତ କରିଥିଲେ।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..