ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି ମମତା ମହାନ୍ତ | ଗତକାଲି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବାସହ ବିଜେଡି ଛାଡିଥିଲେ ମମତା | ଆଜି ସେ ବିଧିବଦ୍ଧ ଭାବେ ବିଜେପିରେ ସାମଲ୍ ହୋଇଛନ୍ତି। ବିଜେପିର ବରିଷ୍ଠ ବିଜେପି ନେତା ଅରୁଣ ସିଂ ପୁଷ୍ପଗୁଚ୍ଛ ଦେଇ ଶ୍ରୀମତୀ ମହାନ୍ତଙ୍କୁ ସ୍ୱାଗତ କରିଛନ୍ତି। ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସାଂସଦ ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହିଥିଲେ |






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….