ରିପୋର୍ଟ କାର୍ଡ / କଳାହାଣ୍ଡି
ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ଆଉ ୨ ଜଣଙ୍କୁ ଗିରଫ କରାଯାଇଛି । ମହାଲିଙ୍ଗ ଯୁକ୍ତ ୨ କଲେଜ ଅଧ୍ୟକ୍ଷ ରଞ୍ଜିତ ସାହୁ ଓ ଅଧ୍ୟାପକ କୃତି ଚନ୍ଦନଙ୍କୁ ଗିରଫ କରାଯାଇଛି । ସାକ୍ଷୀଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ଉଭୟଙ୍କୁ ଗିରଫ କରାଯାଇଛି ବୋଲି କୁହାଯାଉଛି । ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି କଣ୍ଟାବାଞ୍ଜି ପୋଲିସ ।






More Stories
ବ୍ୟବସ୍ଥିତ ଢ଼ଙ୍ଗରେ ଗଣତି…..
ଆଜି ହେଉଛି ପଣା ସଂକ୍ରାନ୍ତି,ଓଡ଼ିଆ ନବବର୍ଷ……
ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬….