ରିପୋର୍ଟ କାର୍ଡ / ଆଠଗଡ଼
ଗୁରୁଡ଼ିଝାଟିଆ ରେଳ ଷ୍ଟେସନ ପାର୍କିଂ ନିକଟରେ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଫଳରେ ଜଣେ ଯୁବକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ବିଦ୍ୟୁତ୍ ସଂସ୍ପର୍ଶରେ ଆସିବା ଫଳରେ ଏହି ଅଘଟଣ ଘଟିଯାଇଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ତେବେ ଯୁବକ ଜଣଙ୍କ କିପରି ବିଦ୍ୟୁତ୍ ସଂସ୍ପର୍ଶରେ ଆସିଲେ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।
More Stories
କାଳବୈଶାଖୀ ସମ୍ଭାବନା…..
ଇସ୍ତଫା ଦେଲେ ସସ୍ମିତ ପାତ୍ର…..
ଓଏଏସ୍ ସ୍ତରରେ ଅଦଳବଦଳ…..