ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଠା ପଦରୁ ଇସ୍ତଫା ଦେଲେ ମାନସ ମଙ୍ଗରାଜ। ସେ ଗତକାଲି ରାଜ୍ୟସଭା ପ୍ରାର୍ଥୀଭାବେ ମନୋନିତ ହୋଇଥିବାରୁ ଆଜି ମାନସ ଏହି ଇସ୍ତଫା ପ୍ରଦାନ କରିଛନ୍ତି। ମାନସ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ ଇସ୍ତଫାକୁ ଗ୍ରହଣ କରିଛନ୍ତି। ଏହା ପରେ ସେ ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ।






More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..