ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନାରେ ଆଉ ଜଣେ ସାମ୍ବାଦିକ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । କରୋନାରେ ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ ରଞ୍ଜନ ଜୟପୁରିଆଙ୍କ ମୃତ୍ୟୁ ହୋଇଛି । ସେ ଏକ ଘରୋଇ ଗଣମାଧ୍ୟମରେ କାର୍ଯ୍ୟରତ ଥିଲେ । ସେଠାରେ ଅସୁସ୍ଥ ହେବାରୁ ସମ୍ବଲପୁର ଫେରି ଆସି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କରୋନା ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତାଙ୍କ ବିୟୋଗରେ ସାମ୍ବାଦିକ ମହଲରେ ଶୋକ ପ୍ରକାଶ ପାଇଛି ।
More Stories
ମହିଳା ଟ୍ରାଫିକ୍ କନଷ୍ଟେବଲ ନିଖୋଜ…..
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର,୪୮ ଘଣ୍ଟାରେ…..
ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି…..