ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଶୁକ୍ରବାର ମଣିପୁର ଉଖରୁଲରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିବା ନେଇ ଜଣାପଡିଛି । ସକାଳ ୫ଟା ୫୬ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୫ ରେକର୍ଡ କରାଯାଇଛି। ଏସିଏସ ପକ୍ଷରୁ ଏହି ସୂଚନା ମିଳିଥିବା ବେଳେ ଏଥିରେ କୌଣସି ଧନଜୀବନ ହାନୀ ହୋଇନଥିବା ନେଇ ସୂଚନା ମିଳିଛି |
More Stories
ରାହୁଲଙ୍କ ଦ୍ୱାରା ହୋଇଥିବା ଅଭିଯୋଗ ଭିତ୍ତିହୀନ…..
ଆଉ ଏକ ଖୁଲାସା କଲେ ରାହୁଲ…..
ନୂଆ ଭାରତ ପରମାଣୁ ଧମକକୁ ଭୟ କରେ ନାହିଁ:ପ୍ରଧାନମନ୍ତ୍ରୀ…..