ରିପୋର୍ଟ କାର୍ଡ / ଭୁବନେଶ୍ୱର
ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରିବା ପରେ ସେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ଏକ ବଡ଼ କଥା କହିଦେଇଛନ୍ତି। ସେ କହିଛନ୍ତି, -ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି। ଦଳର ବିଭିନ୍ନ ସାଂଗଠନିକ ବିଷୟରେ କଥାବାର୍ତ୍ତା ହୋଇଛି। ଖୁବ୍ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ। ଆଜି ବି ବୈଠକ ଅଛି, ସାଂଗଠନିକ ବିଷୟରେ ଆଲୋଚନା ହେବ ବୋଲି ସେ ସୂଚନା ଦେଇଛନ୍ତି।






More Stories
୧୮ରୁ ଖୋଲିବ ସ୍କୁଲ୍….
ହୀରାକୁଦରେ ହେବ ବିଶ୍ବସ୍ତରୀୟ ଖଣି ସଂଗ୍ରହାଳୟ…..
ବିଜେପି ତାଲିକାରେ ଆପ୍ର ୭ ସାଂସଦ…..