ରିପୋର୍ଟ କାର୍ଡ / ଭୁବନେଶ୍ବର
ମନୋଜ ଆହୁଜା ହେଲେ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ। ଏନେଇ ଜିଏ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ଆହୁଜା କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ବର୍ତ୍ତମାନର ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବେ ଏବଂ ତାଙ୍କ ଜାଗାରେ ନୂତନ ମୁଖ୍ୟଶାସନ ସଚିବ ରୂପେ ମନୋଜ ଆହୁଜା ଦାଇତ୍ୱ ଗ୍ରହଣ କରିବେ |






More Stories
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..
ଗ୍ୟାସ୍ କିଣିପାରିବେ ଶ୍ରମିକ, ବିଦ୍ୟାର୍ଥୀ…..