ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶର ୧୫ଟି ରାଜ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଅପରାହ୍ନ ୫ଟାରୁ ଭୋଟ ଗଣତି ଆରମ୍ଭ ହୋଇ ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ଫଳାଫଳ ପ୍ରକାଶ ପାଇବ। ରାଜ୍ୟସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ମତଦାନ ମଧ୍ୟରେ ଅଖିଳେଶ ଯାଦବଙ୍କ ଦଳ ସମାଜବାଦୀ ପାର୍ଟିର ବିଧାୟକ ମନୋଜ ପାଣ୍ଡେ ଦଳର ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଇଛନ୍ତି।






More Stories
ଇଣ୍ଡୋନେସିଆରେ ବିଜୁବାବୁଙ୍କୁ ମୋଦୀଙ୍କ ପ୍ରଶଂସା…..
ରନ୍ଓ୍ବେରେ ୨ ବିମାନ ମୁହାଁମୁହିଁ…..
ବଳାତ୍କାର ପରେ ହତ୍ୟା ମାମଲା: ଅଭିଯୁକ୍ତ ଏନକାଉଣ୍ଟରରେ ନିହତ…..