ରିପୋର୍ଟ କାର୍ଡ / ଭୁବନେଶ୍ୱର
ସ୍ଥାନୀୟ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଭାବେ ଓଡ଼ିଆ ଝିଅ ମନୋରମା ମହାନ୍ତି ଯୋଗ ଦେଇଛନ୍ତି | ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପୂର୍ବରୁ ସେ ଗୁଜରାଟ ଅହମ୍ମଦାବାଦ ସ୍ଥିତ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଥିଲେ | ଓଡ଼ିଶା ଅନେକ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିଆସିଛି। ଏବେ ଓଡ଼ିଶା କ୍ଷେତ୍ରରେ ନିଜର ଦାୟିତ୍ୱ ରହିବ।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….
୧୦ରେ ରାଜ୍ୟ କ୍ୟାବିନେଟ୍…..