ରିପୋର୍ଟ କାର୍ଡ / ମାଲକାନଗିରି
ଛତିଶଗଡ଼ର ନାରାୟଣପୁରରୁ ଆସିଛି ଏଭଳି ସାଂଘାତିକ ଚିତ୍ର। ନାରାୟଣପୁର ଜିଲ୍ଲା କୋହକାମେଟା ଥାନା ଇରକଭଟ୍ଟି ଶିବିର ଉପରେ ମାଓବାଦୀମାନେ ଲଗାତାର ଭାବେ ୟୁବିଜିଏଲ ଫାୟର କରୁଥିବା ଚିତ୍ର ଦେଖିବାକୁ ମିଳିଛି। ମାଓବାଦୀମାନେ ଦେଶୀ ୟୁବିଜିଏଲ ଫାୟାର୍ କରୁଛନ୍ତି, ଠିକ୍ ସେତିକି ବେଳେ ଜଣେ ଯବାନ ଦୌଡ଼ି ଯାଉଥିବା ସମୟରେ ଅଳ୍ପକେ ବର୍ତ୍ତି ଯାଇଥିଲେ। ତେବେ ମାଓବାଦୀଙ୍କ ଆକ୍ରମଣକୁ ପ୍ରତିହତ କରି ଲାଲବାହିନୀକୁ ଯବାନମାନେ ଘଉଡ଼ାଇବାରେ ସଫଳ ହୋଇଥିଲେ। ଗତ କିଛି ଦିନ ପୁର୍ବେ ଏଠାରେ ବିଏସ୍ଏଫ୍ ଯବାନଙ୍କ ନୁତନ ଶିବିର ସ୍ଥାପନ ହୋଇଥିଲା।






More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..