ପୋର୍ଟ କାର୍ଡ / ଭୁବନେଶ୍ୱର
କରୋନା ସଂକ୍ରମଙ୍କୁ ଦୃଷ୍ଟିରେ ରଖି ବିବାହ ଓ ଅନ୍ତିମ ସଂସ୍କାର ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର । ଏଣିକି ବିବାହ ଉତ୍ସବ ପାଇଁ ୫୦ ଓ ଅନ୍ତିମ ସଂସ୍କାର ପାଇଁ ୨୦ ଜଣଙ୍କୁ ଅନୁମତି ଦିଆଯିବ। କରୋନା ସଂଖ୍ୟା ବଢୁଥିବାରୁ ଏମିତି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। କେବଳ ଏତିକି ନୁହେଁ ବରଂ ୧୦ ଜିଲ୍ଲାରେ ପୁଣି ଥରେ ନାଇଟ୍ କର୍ଫ୍ୟୁକୁ ବଳବତ୍ତର ରଖାଯାଇଛି କିନ୍ତୁ ନିୟମରେ କିଛି ପରିବର୍ତ୍ତନ କରାଯାଇଛି। ଏହାସହ ରାଜ୍ୟର ସମସ୍ତ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲଗାଇଛନ୍ତି ରାଜ୍ୟ ସରକାର।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……