ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ପାକିସ୍ତାନର ବାହାୱଲପୁରରେ ଭାରତୀୟ ସଶସ୍ତ୍ର ବାହିନୀ ଦ୍ୱାରା କରାଯାଇଥିବା ଆକ୍ରମଣରେ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ ମୁଖ୍ୟ ମାସୁଦ ଆଝାରଙ୍କ ପରିବାରର ୧୦ ଜଣ ସଦସ୍ୟ ନିହତ ହୋଇଥିବା ସୂଚନା ମିଳିଛି। ଏପ୍ରିଲ ୨୨ ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ପାକିସ୍ତାନ ଏବଂ ପାକ୍ ଅଧିକୃତ କଶ୍ମୀର (ପିଓକେ)ରେ ଆତଙ୍କବାଦୀ ଲଞ୍ଚପ୍ୟାଡକୁ ଟାର୍ଗେଟ କରି ଭାରତ ପକ୍ଷରୁ ଅପରେସନ୍ ସିନ୍ଦୂର ଆରମ୍ଭ କରାଯାଇଥିଲା। ମୃତକଙ୍କ ମଧ୍ୟରେ ମାସୁଦଙ୍କ ବଡ଼ ଭଉଣୀ ଓ ଭିଣୋଇ ଅଛନ୍ତି।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..