ରିପୋର୍ଟ କାର୍ଡ / ଗଞ୍ଜାମ
ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ । ନେପାଳ ସୀମାନ୍ତ ଉତ୍ତରାଖଣ୍ଡରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଘଟଣା ପରଠାରୁ ନେପାଳ ସୀମାନ୍ତରେ ଆତ୍ମଗୋପନ କରିଥିଲା ଶଙ୍କର । ଓଡ଼ିଶାରେ ଏସଆଇ ପରୀକ୍ଷା ଘୋଟାଲାର ମୁଖ୍ୟ ଅଭିଯୁକ୍ତ ଥିଲା ଶଙ୍କର ପୃଷ୍ଟି । ଘଟଣାରେ ଗିରଫଙ୍କ ସଂଖ୍ୟା ୧୦ କୁ ବୃଦ୍ଧି ପାଇଛି । ପଞ୍ଚ ସଫ୍ଟର ମୁଖ୍ୟ ବ୍ରହ୍ମପୁରର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି । ଶଙ୍କରକୁ ଟ୍ରାଞ୍ଜିଟ ରିମାଣ୍ଡରେ ଅଣାଯାଉଛି ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..