ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ବର୍ଷ ଫେବ୍ରୁଆରୀ ୨୦ ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୪ ତାରିଖ ରେ ପରୀକ୍ଷା ଶେଷ ହେବ | ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ। ଏନେଇ ବୋର୍ଡ ପକ୍ଷରୁ ଆଜି ସୂଚନା ଦିଆଯାଇଛି। ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମାଟ୍ରିକ ପରୀକ୍ଷା ଶେଷ ହେବା ପରେ ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ ହେବା। ଏହା ଅତିକମ୍ରେ ତାହା ୧୨ ଦିନ ଚାଲିବ। ପରୀକ୍ଷା ସଂପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।






More Stories
OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ……
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ପ୍ରବଳ ବର୍ଷୀବ…..
ବଢିଲା ଧାନ ସଂଗ୍ରହ ଅବଧି…..