ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ପ୍ରେସ୍ମିଟ କରି ସୂଚନା ଦେଇଛନ୍ତି ବୋର୍ଡ ସଭାପତି । ଆସନ୍ତା ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ୧୧ଟା ୩୦ ସୁଦ୍ଧା ୱେବସାଇଟ୍ରେ ରେଜଲ୍ଟ ମିଳିବ । ଇଣ୍ଟରନେଟ୍ ସୁବିଧା ନ ଥିଲେ ଏସ୍ଏମ୍ଏସ୍ରେ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ। ଏଥିସହ ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ୍ କରିପାରିବେ ଛାତ୍ରଛାତ୍ରୀ | ମେ ୨୯ ତାରିଖରୁ ଜୁନ୍ ୧୨ ମଧ୍ୟରେ ପରୀକ୍ଷାର୍ଥୀମାନେ ଖାତା ରିଚେକିଂ ପାଇଁ ଆବେଦନ କରିପାରିବେ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..