ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତ ଜୁନ୍ ଶେଷ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ | ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି | ମନ୍ତ୍ରୀଙ୍କ କହିବା ଅନୁସାରେ, ‘ମାଟ୍ରିକ ଖାତା ଦେଖା ଶେଷ ହୋଇଛି । ରେଜଲ୍ଟ ନେଇ ପ୍ରକ୍ରିୟା ଚାଲିଛି ।’ ତେବେ ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଅଫଲାଇନ୍ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ମାଟ୍ରିକ୍ ପରୀକ୍ଷା ଏପ୍ରିଲ ୨୯ରୁ ମେ’ ୬ ତାରିଖ ଯାଏ ଚାଲିଥିଲା ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….