ରିପୋର୍ଟ କାର୍ଡ / କଟକ
ଆଜି ସରିଲା ମାଟ୍ରିକ ପରୀକ୍ଷା। ଏପ୍ରିଲ୍ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଅନୁଯାୟୀ, ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ମୂଲ୍ୟାୟନ କରାଯିବ। ପରୀକ୍ଷା କେନ୍ଦ୍ରରୁ ମୂଲ୍ୟାୟନ କେନ୍ଦ୍ରକୁ ଖାତାଗୁଡ଼ିକ ସୁରକ୍ଷାରେ ଯିବ। ଆସନ୍ତା ୪୫ ଦିନ ମଧ୍ୟରେ ସଂପୂର୍ଣ୍ଣ ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇ ପରୀକ୍ଷା ଫଳ ପ୍ରକାଶ ପାଇବ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..