ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାଜପା ଦେଉଥିବା ସୁଭଦ୍ରା ଯୋଜନାକୁ କଟାକ୍ଷ କଲେ ମେୟର ସୁଲୋଚନା ଦାସ। ତେବେ ମେୟରଙ୍କ ବୟାନର ଉତ୍ତର ରଖିଛନ୍ତି ବିଧାୟକ ବାବୁ ସିଂ। ସେ କହିଛନ୍ତି, ୨୪ ବର୍ଷରେ ଯାହା କରି ନ ଥିଲେ ତାହା ଆମେ କରିଛୁ। ଭୋଟ ବ୍ୟାଙ୍କ ହାତରୁ ଚାଲିଯାଉଛି ବୋଲି ଭୟ କରୁଛନ୍ତି। ସେ କଥାରୁ ଦୂରେଇ ରୁହନ୍ତୁ। ବରମୁଣ୍ଡାରେ ୫ଜଣ ମହିଳା ଟେଣ୍ଟ ହାଉସ କରିଛନ୍ତି ବୋଲି ବାବୁ କହିଛନ୍ତି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..