ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଏମସିଏ ଛାତ୍ରୀ ଆଶ୍ରିତା ସେନାପତିଙ୍କ ଆତ୍ମହତ୍ୟା ଘଟଣାର କୁ ନେଇ ଆସିଛି ନୂଆ ଟ୍ଵିଷ୍ଟ। ଆଶ୍ରିତଙ୍କ ସୁଇସାଇଡ ନୋଟକୁ ଭିତ୍ତି କରି ବୟଫ୍ରେଣ୍ଡ ସତ୍ୟପ୍ରକାଶ ଦାଶକୁ ଗିରଫ କରିଛି କମିଶନରେଟ ପୋଲିସ । ପ୍ରେମ ବ୍ୟାପାରକୁ ନେଇ ଆଶ୍ରିତା ଆତ୍ମହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ପ୍ରେମିକ ସତ୍ୟପ୍ରକାଶକୁ ଗିରଫ କରିଛି କମିଶନରେଟ ପୋଲିସ ।






More Stories
ବଢିବ ବିଧାନସଭା ସିଟ……
୭୧ ପ୍ରକଳ୍ପର ଶିଳାନ୍ୟାସ,ଲୋକାର୍ପଣ କଲେ ମନ୍ତ୍ରୀ…..
ଏଲିଭେଟେଡ଼ କରିଡ଼ର’ର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ……