ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବାୟୁସେନାର ଟ୍ରେନିଂବେଳେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ରାଜସ୍ଥାନର ବାର୍ମେର ସେକ୍ଟରରେ ବାୟୁସେନାର ଏମଆଇଜି-୨୯ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ବୈଷୟିକ ତ୍ରୁଟି ଦେଖି ପାଇଲଟ ସୁରକ୍ଷିତ ଅବତରଣ କରିଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇଥିବା ଜଣାପଡ଼ିନାହିଁ।
More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..