ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମିଜୋରାମର ଲେଙ୍ଗପୁଇ ବିମାନବନ୍ଦରରେ ଟର୍ମିନାଲରେ ପହଞ୍ଚିବା ପୂର୍ବରୁ ମିଆଁମାରର ଏକ ସାମରିକ ବିମାନ ରନୱେରୁ ଖସି ଭୟଙ୍କର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଦୁଇ ଜଣ ଆହତ ହୋଇଛନ୍ତି। ଆଜି ସକାଳ ପ୍ରାୟ ୧୦.୧୯ ସମୟରେ ଏହି ଘଟଣା ଘଟିଛି। ସୂଚନାନୁସାରେ, ମିଆଁମାର ସେନା ଏବଂ ନାଗରିକ ସେନା ମଧ୍ୟରେ ସଂଘର୍ଷ ହେତୁ ଲଙ୍ଗଟଲାଇ ଜିଲ୍ଲାରୁ ପଳାୟନ କରିଥିବା ମିଆଁମାର ସୈନିକମାନଙ୍କୁ ଏହି ବିମାନରେ ଅଣା ଯାଉଥିଲା। ମିଜୋରାମର ଲେଙ୍ଗପୁଇ ବିମାନବନ୍ଦରରେ ଅବତରଣ କରିବା ପରେ ବିମାନଟି ରନୱେରୁ ଖସିଗଲା। ଫଳରେ ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..