ରିପୋର୍ଟ କାର୍ଡ / ଭୁବନେଶ୍ୱର
କ୍ୟାପିଟାଲ ଥାନା ଅଶୋକ ନଗରରେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଖବର ସାମ୍ନାକୁ ଆସୁଛି। ରକ୍ତାକ୍ତ ଅବସ୍ଥାରେ ପୀଡ଼ିତା କ୍ୟାପିଟାଲ ହସ୍ପିଟାଲ ଯାଇଥିବା ଜଣାପଡିଛି। କ୍ୟାପିଟାଲ ହସ୍ପିଟାଲ ଫାଣ୍ଡି ପୋଲିସକୁ ଜଣାଇଥିଲେ। କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କ ରିପୋର୍ଟ ଆଧାରରେ ମାମଲା ରୁଜୁ କରାଯାଇଛି। ଏବେ କ୍ୟାପିଟାଲ ହସ୍ପିଟାଲ ଆଇସିୟୁରେ ପୀଡ଼ିତା ଚିକିତ୍ସାଧୀନ ଅଛନ୍ତି। ସେପଟେ କ୍ୟାପିଟାଲ ଥାନା ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..