ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜଧାନୀର ଲିଙ୍ଗରାଜ ଥାନା ଅଞ୍ଚଳରେ ଜଣେ ୭ ବର୍ଷୀୟା ଶିଶୁକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସକାଳେ ସ୍ଥାନୀୟ ଏକ ହନୁମାନ ମନ୍ଦିର ନିକଟରୁ ଶିଶୁକୁ କ୍ଷତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ପାରିପାର୍ଶ୍ବିକ ପରିସ୍ଥିତିରୁ ଶିଶୁଟିକୁ ଦୁଷ୍କର୍ମ କରାଯାଇଥିବା ସନ୍ଦେହ କରାଯାଉଛି। ଗୁରୁତର ଅବସ୍ଥାରେ ତା’କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଭିଯୋଗ ଅନୁସାରେ, ୭ ବର୍ଷୀୟା ଶିଶୁକୁ ଅପହରଣ ପରେ ଦୁଷ୍କର୍ମ କରାଯାଇଛି। ଥାନାରେ ଏତଲା ଦିଆଯିବା ପରେ ପୋଲିସ ଘଟଣାକୁ ଗମ୍ଭୀରତାର ସହ ନେଇ ତଦନ୍ତ ଚଳାଇଛି।






More Stories
ଜେଲରୁ ମୁକୁଳିବେ ଦାରା ସିଂ…..
ପୁଣି କରୋନା ଭୟ:ଓଡ଼ିଶା ସୀମାରେ ହାଇଆଲର୍ଟ…..
ଆଉ ଜଣେ IPS ଦେଲେ ଇସ୍ତଫା…..