ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜଧାନୀ ଭୁବବେଶ୍ୱରର ପାଞ୍ଚଗାଁ କୋଠସାହିର ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏୟାରଫିଲ୍ଡ ଥାନା ପୋଲିସ ଅଭିଯୋଗ ପାଇ ଏକ ବଳାତ୍କାର ମାମଲା ରୁଜ୍ଜୁ କରି ଅଭିଯୁକ୍ତକୁ ଗିରଫ କରିଛି। ସୂଚନା ମୂତାବକ ଅଭିଯୁକ୍ତ କାହ୍ନା ସାହିର ଜଣେ ୩ ବର୍ଷର ନାବାଳିକାକୁ ଚକୋଲେଟ୍ ଦେବାର ପ୍ରଲୋଭନ ଦେଖାଇ ପାଖକୁ ଡାକି ବଳାତ୍କାର କରିଥିଲା। ପରିବାର ଲୋକ ଜାଣିବା ପରେ ଥାନାରେ ଅଭିଯୋଗ କରିଥିଲେ | ପୋଲିସ ଅଭିଯୁକ୍ତକୁ ଉଠାଇ ଆଣି ଥାନାରେ ଅଟକ ରଖିଛି। ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……